menu

0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional
portada Bazaar Yuddha (in Oriya)
Type
Physical Book
Language
Oriya
Pages
166
Format
Paperback
Dimensions
21.6 x 14.0 x 1.0 cm
Weight
0.22 kg.
ISBN13
9781645604211

Bazaar Yuddha (in Oriya)

Tapan Kumar Panda (Author) · Black Eagle Books · Paperback

Bazaar Yuddha (in Oriya) - Panda, Tapan Kumar

Physical Book

$ 12.63

$ 15.00

You save: $ 2.37

16% discount
  • Condition: New
It will be shipped from our warehouse between Thursday, June 20 and Friday, June 21.
You will receive it anywhere in United States between 1 and 3 business days after shipment.

Synopsis "Bazaar Yuddha (in Oriya)"

୧୯୯୦-୯୧ ମସିହା ଭାରତର ଅର୍ଥନୈତିକ ଇତିହାସର ଏକ ସନ୍ଧିକ୍ଷଣ । ଏହି ସମୟରେ ହିଁ ଭାରତର ଆର୍ଥିକ ଉଦାରୀକରଣ ନୀତିର ପ୍ରଚଳନ ହୋଇଥିଲା । ଏହି ଆର୍ଥିକ ଉଦାରୀକରଣ ବ୍ୟବସ୍ଥାର ପ୍ରଭାବ ବିଗତ ତିରିଶବର୍ଷ ଧରି ଭାରତୀୟ ଜନଜୀବନରେ ଅନେକ ପରିବର୍ତ୍ତନ ଆଣିଛି । ବିଦେଶୀ କମ୍ପାନୀମାନେ ଭାରତୀୟ ବଜାରରେ ପ୍ରବେଶ କରିଥିବାରୁ ଭାରତୀୟ ଗ୍ରାହକମାନେ ଲାଭବାନ ହୋଇଛନ୍ତି । ବିଦେଶୀ ପୁଞ୍ଜିର ସଫଳ ବିନିଯୋଗ ହେତୁ ଭାରତୀୟ ପ୍ରତିଭୂତି ବଜାରର ସୂଚନାଙ୍କ ବହୁମାତ୍ରାରେ ବୃଦ୍ଧିପାଇଛି । ଆୟାତ-ନିର୍ଯ୍ୟାତ ଆଇନ୍]ରେ ପରିବର୍ତ୍ତନ ହେତୁ ଭାରତୀୟ କମ୍ପାନୀମାନେ ବିଶ୍ୱ ବଜାରରେ ନିଜର ଉତ୍ପାଦ ବିକିବା ସହ ନୂତନ ଜ୍ଞାନକୌଶଳ ଆହରଣ କରି ବିଦେଶୀ କମ୍ପାନୀମାନଙ୍କୁ କିଣିବାରେ ସକ୍ଷମ ହୋଇଛନ୍ତି । ଆର୍ଥିକ ଉଦାରୀକରଣର ଏହିଗୁଡ଼ିକ ହେଲା ଯୁକ୍ତାତ୍ମକ ପ୍ରଭାବ । ସମାଜରେ ବଢ଼ୁଥିବା ଧନୀ-ଗରିବର ତାରତମ୍ୟ, ଭ୍ରଷ୍ଟାଚାର, ସର୍ବସାଧାରଣ ସମ୍ପତ୍ତି ଉପରେ ପ୍ରମୁଖ ଭାରତୀୟ ନିଜ କ୍ଷେତ୍ର କମ୍ପାନୀମାନଙ୍କର ଲୋଲୁପଦୃଷ୍ଟି ଏବଂ ସାଂସ୍କୃତିକ ପ୍ରଦୂଷଣ ସହ ଯୌଥ ପାରିବାରିକ ବ୍ୟବସ୍ଥାର ଭଙ୍ଗୁରତା ବୃଦ୍ଧିପାଇବା ଅତ୍ୟନ୍ତ ଚିନ୍ତାର ବିଷୟ । ନବେ ଦଶକର ଆରମ୍ଭରୁ ମୋର ଧ୍ୟାନ, ଅନୁଶୀଳନ ଓ ଗବେଷଣା ଭାରତର ଅର୍ଥନୈତିକ ବ୍ୟବସ୍ଥା, ବଜାର ଓ ଏହାର ପ୍ରଭାବ ଏବଂ ଗ୍ରାହକୀୟ ବ୍ୟବହାର ଉପରେ ରହିଛି । ବଜାର ବ୍ୟବସ୍ଥା ଓ ଗ୍ରାହକ ବ୍ୟବହାରର ଛାତ୍ର

Customers reviews

More customer reviews
  • 0% (0)
  • 0% (0)
  • 0% (0)
  • 0% (0)
  • 0% (0)

Frequently Asked Questions about the Book

All books in our catalog are Original.
The book is written in Oriya .
The binding of this edition is Paperback.

Questions and Answers about the Book

Do you have a question about the book? Login to be able to add your own question.

Opinions about Bookdelivery

More customer reviews