Libros importados con hasta 50% OFF + Envío Gratis a todo USA  Ver más

menu

0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional
portada Debajana (in Oriya)
Type
Physical Book
Language
Oriya
Pages
290
Format
Paperback
Dimensions
21.6 x 14.0 x 1.7 cm
Weight
0.37 kg.
ISBN13
9781645605119

Debajana (in Oriya)

Bibhutibhushan Bandopadhyaya (Author) · Black Eagle Books · Paperback

Debajana (in Oriya) - Bandopadhyaya, Bibhutibhushan ; Meher, Kishore Chandra ; Meher, Manindra Kumar

Physical Book

$ 15.16

$ 18.00

You save: $ 2.84

16% discount
  • Condition: New
It will be shipped from our warehouse between Monday, June 17 and Tuesday, June 18.
You will receive it anywhere in United States between 1 and 3 business days after shipment.

Synopsis "Debajana (in Oriya)"

କଥା ପ୍ରସଙ୍ଗରେ ଏକଦା ମୁଁ ବାପାଙ୍କୁ ବିନମ୍ର ଅନୁରୋଧ କରିଥିଲି ବିଭୂତି ଭୂଷଣଙ୍କ 'ଦେବଯାନ' ନାମକ ଉପନ୍ୟାସଟିକୁ ଅନୁବାଦ କରିବା ନିମିତ୍ତ । ସେ ତାଙ୍କର ଏହି ଗେହ୍ଲା ପୁତ୍ରଟିର କଥା ରକ୍ଷାକରି ଗ୍ରୀଷ୍ମକାଳର ଦ୍ୱିପ୍ରହର ବେଳରେ ଧ୍ୟାନସ୍ଥ ହୋଇ ଅନୁବାଦ କରୁଥିଲେ 'ଦେବଯାନ' ଉପନ୍ୟାସଟିକୁ ।ଅନୁବାଦ ଅଳ୍ପଦିନ ମଧ୍ୟରେ ଶେଷ ହୋଇଯାଇଥିଲା । କିନ୍ତୁ ବାପାଙ୍କ ଆୟୁଷ ନଥିଲା ସୁଦୀର୍ଘକାଳ । ମୁଁ ଆନ୍ତରିକ ଭାବରେ ଚାହୁଁଥିଲି ଯେ ବାପାଙ୍କ ଜୀବିତାବସ୍ଥାରେ ଏହା ପ୍ରକାଶିତ ହେଉ । ମାତ୍ର ମୋ ଇଚ୍ଛା ଇଚ୍ଛାମୟଙ୍କ ଦ୍ୱାରା ଗୃହୀତ ହୋଇନଥିଲା । ଉପନ୍ୟାସଟିକୁ ପାଠକରିବା ପାଇଁ ବାପା ମୋତେ ବାରମ୍ବାର ମନେ ପକାଇଦିଅନ୍ତି । ଉପନ୍ୟାସଟିକୁ ଯେତେବେେଳେ ପାଠକଲି ସ୍ତମ୍ଭୀଭୂତ ହୋଇ ରହିଯାଇଥିଲି ମୁଁ । ଏହାର ବିଷୟବସ୍ତୁ ହେଉଛି ମୃତ୍ୟୁ ପରବର୍ତ୍ତୀ ଜୀବନର ବିଭିନ୍ନ ସ୍ତରର ବୈଚିତ୍ର]୍ୟପୂର୍ଣ୍ଣ ଅନୁଭୂତି । ବିଭୂତି ଭୂଷଣ ବନ୍ଦୋପଧ୍ୟାୟ ଏହି ଦୃଶ୍ୟମାନ ଜଗତର ଅନ୍ତରାଳରେ ରହିଥିବା ଅଦୃଶ୍ୟ ଜଗତ ଉପରେ ଆସ୍ଥାଶୀଳ ନଥିଲେ, ଏପରି ନୂତନ କଳ୍ପନାର ଡେଣା ତାଙ୍କ ସ୍ରଷ୍ଟାମାନସରେ ମେଲିଯାଇନଥା'ନ୍ତା । ତେବେ ସେ ଯାହା ହେଉନା କାହିଁକି ବିଭୂତି ଭୂଷଣଙ୍କ 'ଦେବଯାନ' ଏ କ୍ଷେତ୍ରରେ ପ୍ରତ୍ୟେକଟି ପାଠକଙ୍କ ନିମିତ୍ତ ଯେ ନେଇଆସିବ ଏକ ନୂତନ ଆହ୍ୱାନ ଓ ଆକର୍ଷଣ ଏଥିରେ ଦ୍ୱିମତ ନାହିଁ । ସାହିତ୍ୟିକ, ମନସ୍ତାତ୍ତ୍ୱିକ, ବୈଜ୍ଞାନିକ, ପ

Customers reviews

More customer reviews
  • 0% (0)
  • 0% (0)
  • 0% (0)
  • 0% (0)
  • 0% (0)

Frequently Asked Questions about the Book

All books in our catalog are Original.
The book is written in Oriya .
The binding of this edition is Paperback.

Questions and Answers about the Book

Do you have a question about the book? Login to be able to add your own question.

Opinions about Bookdelivery

More customer reviews