menu

0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional
portada Manoj Kumar Panda Galpa Samagra (in Oriya)
Type
Physical Book
Language
Oriya
Pages
440
Format
Paperback
Dimensions
21.6 x 14.0 x 2.5 cm
Weight
0.55 kg.
ISBN13
9781645603139

Manoj Kumar Panda Galpa Samagra (in Oriya)

Manoj Kumar Panda (Author) · Black Eagle Books · Paperback

Manoj Kumar Panda Galpa Samagra (in Oriya) - Panda, Manoj Kumar ; Sahu, Biswanath

Physical Book

$ 16.84

$ 20.00

You save: $ 3.16

16% discount
  • Condition: New
It will be shipped from our warehouse between Tuesday, June 18 and Wednesday, June 19.
You will receive it anywhere in United States between 1 and 3 business days after shipment.

Synopsis "Manoj Kumar Panda Galpa Samagra (in Oriya)"

ଉଭୟ ଆଙ୍ଗିକ ଓ ଆମ୍]ôିକ କ୍ଷେତ୍ରରେ ଉତ୍ତର ଅଶୀ ଓଡ଼ିଆ ଗଳ୍ପ ବିବିଧତାର ଏକ ସନ୍ଧିକ୍ଷଣ । ଗାଳ୍ପିକ ମନୋଜ କୁମାର ପଂଡ଼ା ଏହି ସନ୍ଧିକ୍ଷଣର ଜଣେ ପ୍ରତିଶୃତିବଦ୍ଧ ଗଳ୍ପକାର । ଏ ସମୟରେ ଆଙ୍ଗିକ କ୍ଷେତ୍ରରେ ପରିକ୍ଷା-ନିରୀକ୍ଷା କରୁଥିବା ଗାଳ୍ପିକମାନଙ୍କ ମଧ୍ୟରେ ସେ ଜଣେ ନୂତନ ଟ୍ରେଣ୍ଡ୍ ସେଟର୍ । ଶୈଳୀ ହିଁ ତାଙ୍କୁ ଆଣିଦେଇଛି ଉଭୟ ପ୍ରସିଦ୍ଧି ଓ ସମ୍ମାନ । ଜାତୀୟ ତଥା ଆନ୍ତର୍ଜାତୀୟ ଗଳ୍ପ ସହ ଓଡ଼ିଆ ଗଳ୍ପକୁ ସମକକ୍ଷ କରିବାର ମନୋବୃତ୍ତି ରଖିଥିବାର ଗାଳ୍ପିକଟିଏ ଶ୍ରୀ ପଂଡା । ସ୍ୱାଧୀନ ଚିନ୍ତା ସହ ବେବାକ୍ ଉପସ୍ଥାପନା ତାଙ୍କ ବୈଶିଷ୍ଟ୍ୟ । ସେ ଦୃଷ୍ଟିରୁ ୧୯୮୦ ପରବର୍ତ୍ତୀ ଓଡ଼ିଆ ଗଳ୍ପର ସ୍ୱରୂପ ତଥା ପ୍ରସାରତାକୁ ଅବବୋଧ କରିବାକୁ ହେଲେ ତାଙ୍କ ଗଳ୍ପସମୂହ ନିତାନ୍ତ ପଠନୀୟ । ଶେଷରେ ଏତିକି କୁହାଯାଇପାରେ ତୁଳନାମ୍]ôକ ଦୃଷ୍ଟିକୋଣରୁ ବିଚାର କଲେ ଗାଳ୍ପିକଙ୍କ ଶୈଳୀ କ୍ଷେତ୍ରୀୟ ନିମ୍ନୋକ୍ତ କେତେକ ସ୍ୱାତନ୍ତ୍ର]୍ୟ ପାଠକ ଖୋଜି ପାଇପାରିବ, ଯାହା ସମକାଳର ଅନ୍ୟାନ୍ୟ ଗାଳ୍ପିକଙ୍କଠାରୁ ତାଙ୍କୁ ସ୍ୱତନ୍ତ୍ର କରି ଚିହ୍ନାଏ । ଯଥା-୧- ଶବ୍ଦ ଚୟନ ଓ ରୋପଣରେ ଅଭିନବତ୍ୱ ।୨- କବିତା ସୁଲଭ ଆଙ୍ଗିକ ଗ୍ରହଣ ।୩- ବାକ୍ୟରେ ଲୟ ସୃଷ୍ଟି ।୪- ବିଶେଷ୍ୟ ଓ ବିଶେଷଣ ମଧ୍ୟରେ ବୈପରୀତ୍ୟ ଭାବ ।୫- ବାକ୍ୟଗଠନଗତ ଜଟିଳତା ।୬- ସମ୍ମୁଖୀକରଣ ଅନ୍ତର୍ଗତ ଉପଦାନଗୁଡ଼ିକର ସଠିକ ପ୍ରୟୋଗ ।୭- ଗଳ୍ପର ପ୍ରାରମ୍ଭ ଓ ପରିସମାପ୍ତିରେ ବିବିଧତ

Customers reviews

More customer reviews
  • 0% (0)
  • 0% (0)
  • 0% (0)
  • 0% (0)
  • 0% (0)

Frequently Asked Questions about the Book

All books in our catalog are Original.
The book is written in Oriya .
The binding of this edition is Paperback.

Questions and Answers about the Book

Do you have a question about the book? Login to be able to add your own question.

Opinions about Bookdelivery

More customer reviews