menu

0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional
portada Saptama Rutu (in Oriya)
Type
Physical Book
Language
Oriya
Pages
130
Format
Paperback
Dimensions
21.6 x 14.0 x 0.8 cm
Weight
0.17 kg.
ISBN13
9781645603313

Saptama Rutu (in Oriya)

Ramakanta Rath (Author) · Black Eagle Books · Paperback

Saptama Rutu (in Oriya) - Rath, Ramakanta

Physical Book

$ 11.79

$ 14.00

You save: $ 2.21

16% discount
  • Condition: New
It will be shipped from our warehouse between Thursday, June 20 and Friday, June 21.
You will receive it anywhere in United States between 1 and 3 business days after shipment.

Synopsis "Saptama Rutu (in Oriya)"

ପ୍ରତ୍ୟେକ ଉଲ୍ଲେଖଯୋଗ୍ୟ ସାହିତ୍ୟରେ ପ୍ରଶ୍ନ ପଚରାଯାଏ । ସେ ପ୍ରଶ୍ନ ଶୁଣିବାକୁ ସମସ୍ତେ, ଏପରି କି ସ୍ୱୟଂ ଈଶ୍ୱର ମଧ୍ୟ ଶୁଣିବାକୁ ବାଧ୍ୟ । ସେ ପ୍ରଶ୍ନଗୁଡ଼ିକ ଏକାଧାରରେ ସରଳ ଓ ଜଟିଳ । ଛୋଟ ଛୁଆଟିଏ ମରିଗଲେ ସେ ସାହିତ୍ୟ ସମଗ୍ର ବିଶ୍ୱକୁ କାଠଗଡ଼ାରେ ଠିଆ କରାଇଦିଏ । କୌଣସି ଅହେତୁକ ଶାସ୍ତିରେ କେହି ନିର୍ଯ୍ୟାତିତ ହେଲେ ସେ ସାହିତ୍ୟ ସଚରାଚରଠାରୁ କୈଫିୟତ୍ ତଲବ୍ କରେ । ସାହିତ୍ୟିକ ଦୃଷ୍ଟିରେ ସଭ୍ୟତା ହେଉଛି ପ୍ରଶ୍ନ ପଚାରିବାର ସ୍ୱାଧୀନତା ଏବଂ ଯେଉଁଦିନ ଆଉ ପ୍ରଶ୍ନ ପଚରାଯାଉନାହିଁ- ସେଦିନ ସଭ୍ୟତାର ପରିସମାପ୍ତି ଘଟିଛି ବୋଲି ଧରିନିଆଯାଇପାରେ । ଯଦି ସାହିତ୍ୟିକ ପ୍ରଶ୍ନ ପଚାରିବାର ଐତିହ୍ୟରୁ ନିଜକୁ ଅଲଗା କରି ରଖେ ବା କୋଳାହଳମୟ ପ୍ରଶଂସା ଭିତରେ ନିଜର ସ୍ୱର ଲୀନ ହେବାକୁ ଛାଡ଼ିଦିଏ, ସେ ଆଉ ସାହିତ୍ୟିକ ହୋଇ ରହିବ ନାହିଁ; ହେବ ଏକ ଉଚ୍ଚାଙ୍ଗ ପରମ୍ପରାର ମଡ଼ାଚଣ୍ଡିଆ । ଯେତେବେଳେ ଏପରି ପରିସ୍ଥିତି ଉପୁଜେ, ଯେତେବେଳେ ଆଉ ପ୍ରଶ୍ନ ପଚରାଯାଏ ନାହିଁ ଏବଂ ସବୁଆଡ଼େ ହାଟବଜାରରେ କୋଳାହଳ ଶୁଭେ, ସେତେବେଳେ ସାହିତ୍ୟ ଲେଖାଯିବ ନିଶ୍ଚୟ, କିନ୍ତୁ ସେ ସାହିତ୍ୟର ସଭ୍ୟତା ସହିତ ସମ୍ପର୍କ ପ୍ରାୟ ରହିବ ନାହିଁ । ଗଲା କେତେବର୍ଷ ଭିତରେ ପୃଥିବୀର ଛାପାଖାନାମାନଙ୍କରୁ ଯେତେ ସାହିତ୍ୟ ବାହାରିଛି ଇତିହାସରେ ତାର ପଟାନ୍ତର ନାହିଁ, କିନ୍ତୁ ସେଗୁଡ଼ିକ ଭିତରୁ ଅଧିକାଂଶ ଅଳ୍ପ କେତେଦିନ ପରେ ନିଶ୍ଚିହ୍ନ ହୋଇ ଯାଇଛନ

Customers reviews

More customer reviews
  • 0% (0)
  • 0% (0)
  • 0% (0)
  • 0% (0)
  • 0% (0)

Frequently Asked Questions about the Book

All books in our catalog are Original.
The book is written in Oriya .
The binding of this edition is Paperback.

Questions and Answers about the Book

Do you have a question about the book? Login to be able to add your own question.

Opinions about Bookdelivery

More customer reviews